jishu prati kara drusti mono hruste
ଯୀଶୁ ପ୍ରତି କର ଦୃଷ୍ଟି ମନ ହୃଷ୍ଟେ ଅତି ହେ । ଘୋଷା । ଦେଖ ହେ ମନ କି ଆଶ୍ଚର୍ଯ୍ୟ ଦର୍ଶନ ! କରୁଛନ୍ତି […]
ଯୀଶୁ ପ୍ରତି କର ଦୃଷ୍ଟି ମନ ହୃଷ୍ଟେ ଅତି ହେ । ଘୋଷା । ଦେଖ ହେ ମନ କି ଆଶ୍ଚର୍ଯ୍ୟ ଦର୍ଶନ ! କରୁଛନ୍ତି […]
କି କର୍ମ କଲୁ ରେ ପାମର ! ଯଗୁ ଶେଷେଦିନେ ପ୍ରଭୁ ସନଧ୍ନି ।ନେକ ିବୋଲି ଦେବ ୁତୁ ଉତ୍ତର? । ଘୋଷା । ଯୀଶୁ ସେହି […]
ବଡ଼ ସଙ୍କଟ ଦିନ, ଆସୁଅଛି ଖରତରେ କରି ଗର୍ଜ୍ଜନ । ଘୋଷା । ଦେଖ ଆକାଶେ, ପ୍ରଭୁ ଯୀଶୁ ଆସୁଛନ୍ତି ଏହି ଭୁବନେ; ଚନ୍ଦ୍ର ସୂର୍ଯ୍ୟ […]
କର ଦୃଷ୍ଟି ସର୍ବ ସୃଷ୍ଟି ଯୀଶୁ ମହାରାଜାଙ୍କୁ, ମେଘ ରଥେ ଆସୁଛନ୍ତି ବିଚାର କରିବାକୁ । ଘୋଷା । ପ୍ରତ୍ୟେକର ନୟନ କରିବ ହେ ଦର୍ଶନ ଆହୁରି […]
କେବେ ସେହି ଶୁଭ ଦିନ ନେତ୍ରେ କରିବି ମୁଁ ଦର୍ଶନ ହେ, ଯେ ଦିନେ ମୋ ଯୀଶୁ ସ୍ୱଗୁଁ ତେଜେ କରିବେ ଆଗମନ ହେ ? । […]
କର ଯୋଡ଼ି କହେ ମଣିମା, କର ହେ କ୍ଷମା, ଶୁଣ ବାରେ ନିବେଦନ, ବରଷେ ସିନା । ଘୋଷା । ନିଜ ଦ୍ରାକ୍ଷାକ୍ଷେତ୍ରେ ଜଣେ କଲେ […]
ମନ ତୁହି ଜାଣୁ ନାହିଁ କି କରୁଛନ୍ତି ନିବେଦନ ଯୀଶୁ ତୋ ତ୍ରାଣ ପାଇଁକି ? । ଘୋଷା । ଯେଉଁ ଯୀଶୁ ଥରେ, ବହିଥିଲେ […]
ନିଶ୍ଚେ ମୁଁ ଜାଣଇ, ଏ ବାକ୍ୟ ସିଦ୍ଧାନ୍ତ ମୋ ତ୍ରାଣକର୍ତ୍ତା ଯେ ଜୀବିତ । ଘୋଷା । ଏ ଅଟେ ନିଶ୍ଚିତ ଅଟନ୍ତି ଜୀବିତ ଥରେ ଯେ […]
ଯୀଶୁ ନିତ୍ୟ ଜୀବିତମାନ ହୁଏ କି ହୃଷ୍ଟ ଚିତ୍ତ ! ଯୀଶୁ ସମଭାବେ’ଛନ୍ତି ନିତ୍ୟ ଜୀବିତ । ଘୋଷା । ପାପ ଅପାର ମୋର ପାରିବ କି […]
ପ୍ରଭୁ ହୋଇ ପୁନରୁତ୍ଥିତ, ଶିଷ୍ୟଙ୍କୁ ଫେଡ଼ିଲେ ଶାସ୍ତ୍ରର ଅର୍ଥ, ଘେନିଣ ସହିତ ବେଥନି ପର୍ଯ୍ୟନ୍ତ ଆଶୀର୍ବାଦ କଲେ ତୋଳିଣ ହସ୍ତ । ଘୋଷା । କରୁ […]