aaso probhu mejo nikote
(ସ୍ୱର : ପ୍ରଭୁ ଯୀଶୁ ଦୟାସାଗର) ଆସ ପ୍ରଭୁ ମେଜ ନିକଟେ ବିଶ୍ୱାସ ସୁଭକ୍ତି ପ୍ରେମ ସହିତେ, ପ୍ରଭୁଙ୍କ ମରଣ ଭୋଜନ ନିୟମ କରିବା ପାଳନ ଏକାନ୍ତ […]
(ସ୍ୱର : ପ୍ରଭୁ ଯୀଶୁ ଦୟାସାଗର) ଆସ ପ୍ରଭୁ ମେଜ ନିକଟେ ବିଶ୍ୱାସ ସୁଭକ୍ତି ପ୍ରେମ ସହିତେ, ପ୍ରଭୁଙ୍କ ମରଣ ଭୋଜନ ନିୟମ କରିବା ପାଳନ ଏକାନ୍ତ […]
ପାଳିବି ମୁଁ ଏ ନିୟମ ଯୀଶୁଙ୍କୁ କରି ସ୍ମରଣ । ପରହସ୍ତଗତ ରାତ୍ରେ ଯୀଶୁ ଶିଷ୍ୟଙ୍କ ସଙ୍ଗତେ, ପାଳିଥିଲେ ଏ ନିୟମ ପ୍ରେମେ ହୋଇ ପରିପୂର୍ଣ୍ଣ […]
ଆହେ ଯୀଶୁ, ତବ ଆଜ୍ଞା ପ୍ରମାଣେ କୋମଳ ଓ ନମ୍ର ଅନ୍ତଃକରଣେ ପାଳିବି ହୃଷ୍ଟମନେ ଏ ନିୟମ, ଯୀଶୁ ତବ ମହା ପ୍ରେମ ବିଧାନ, କରିବି ସ୍ମରଣ […]